ଝଡବର୍ଷା, ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର: ରାଜ୍ୟରେ ଝଡବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ପୁରୀ, ନୟାଗଡ ଏବଂ କନ୍ଧମାଳ ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published.

Back to top button