୨୧ରେ ରାଜ୍ୟରେ ଆରମ୍ଭ ହେବ ବର୍ଷା

ଭୁବନେଶ୍ଵର: ପ୍ରଚଣ୍ଡ ଗରମ ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର ମିଳୁଛି। ଆଉ ଦୁଇ ଦିନ ପାରେ ଅର୍ଥାତ ୨୧ ତାରିଖରୁ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ ୨୨ ତାରିଖରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Related Articles

Leave a Reply

Your email address will not be published.

Back to top button