ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଗସ୍ତକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, “ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ , ଯାହା ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିବାର ଗୌରବ ପାଇଥିବା ସମସ୍ତଙ୍କ ଜୀବନ ଏବଂ କାର୍ଯ୍ୟର ଝଲକ ପ୍ରଦାନ କରୁଛି  ତାହାକୁ ପରିଦର୍ଶନ କରିଥିବାରୁ ମୁଁ ଖୁସି ଅନୁଭବ କରୁଛି। ମୁଁ ଅନ୍ୟ ମାନଙ୍କୁ, ବିଶେଷ କରି ଯୁବପିଢ଼ିଙ୍କୁ ମଧ୍ୟ ଅନୁରୋଧ କରିବି ଯେ ସେମାନେ ସଂଗ୍ରହାଳୟ ପରିଦର୍ଶନ କରନ୍ତୁ।

Related Articles

Leave a Reply

Your email address will not be published.

Back to top button