କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ପୂର୍ବତନ ସାଂସଦ ସଞ୍ଜୟ ଭୋଇ

ଭୁବନେଶ୍ଵର: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ କଂଗ୍ରେସରେ ଯୋଗ ଦେଇଛନ୍ତି। ତାଙ୍କ ସହ ପତ୍ନୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ କଂଗ୍ରେସରେ ସାମିଲ ହୋଇଥିବା ବେଳେ ବରଗଡ଼ର ପୂର୍ବତନ ସାଂସଦ ସଞ୍ଜୟ ଭୋଇ ମଧ୍ୟ ହାତ ଧରିଛନ୍ତି। ସମସ୍ତ ନେତା ନୂଆଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ଏଆଇସିସି କୋଷାଧ୍ୟକ୍ଷ ଅଜୟ ମାକେନ୍ ଏବଂ ଓଡିଶା ପ୍ରଭାରୀ ଡ. ଅଜୟ କୁମାରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି।

Related Articles

Leave a Reply

Your email address will not be published.

Back to top button