ବୀରମହାରାଜାପୁର ହେବ ଏନଏସି

ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଗତକାଲି ୩୪ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ। ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ ରେ ପହଞ୍ଚିଲା। ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।

Related Articles

Leave a Reply

Your email address will not be published.

Back to top button