ପାଗରେ ପରିବର୍ତ୍ତନ: ରାଜ୍ୟରେ ବଢିବ ତାପମାତ୍ରା

ଭୁବନେଶ୍ୱର : ତାତି କରିବ ଅସ୍ତବ୍ୟସ୍ତ।  ଲଗାଣ ବର୍ଷା ପରେ ପାଗରେ ପରିବତ୍ତନ ।  ସାରା ରାଜ୍ୟରେ ବଢିବ ତାପମାତ୍ରା । ସ୍ବାଭାବିକଠାରୁ ୮ ରୁ ୧୦ ଡିଗ୍ରୀ ତାତି ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବ । ଅଧିକାଂଶ ସହରର ତାପମାତ୍ରା ୪୦ ଛୁଇଁବା ସମ୍ଭାବନା ରହିଛି । ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ପାଇଁ ତାତି ବୃଦ୍ଧି ପାଇବ । ଉପକୂଳ ଓଡିଶାରେ ତାତି ସହ ଅସମ୍ଭାଳ ଗୁଳୁଗୁଳି ହେବ । ୨୫ ତାରିଖରୁ ପୁଣି ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button