ବାବା ରାମଦେବଙ୍କୁ ଆଶ୍ଵସ୍ତି, ବନ୍ଦ ହେଲା ପତଞ୍ଜଳି ବିଜ୍ଞାପନ ସମ୍ବନ୍ଧୀୟ ଅବମାନନା ମାମଲା

ନୂଆଦିଲ୍ଲୀ: ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ବିରୋଧରେ ପତଞ୍ଜଳି ଉତ୍ପାଦ ସମ୍ପର୍କରେ ଚାଲିଥିବା ଅବମାନନା ମାମଲା ଆଜି ବନ୍ଦ କରାଯାଇଛି। ପତଞ୍ଜଳି ଉତ୍ପାଦରେ ଚାଲିଥିବା ବିଭ୍ରାନ୍ତିକର ବିଜ୍ଞାପନ ଏବଂ ଔଷଧ ସମ୍ବନ୍ଧୀୟ ଦାବି ସମ୍ବନ୍ଧରେ ଉଭୟ ପକ୍ଷରୁ ଅଣ୍ଡରଟେକିଂ ଦିଆଯାଇଥିଲା, ଯାହା କୋର୍ଟ ଗ୍ରହଣ କରିଥିଲେ। ଏହିପରି ଭାବରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଦେଶର ସର୍ବୋଚ୍ଚ ନ୍ୟାୟାଳୟରୁ ଏକ ବଡ଼ ଆଶ୍ଵସ୍ତି ପାଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button