ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ନୂଆ ଅଧ୍ୟକ୍ଷ ଭାବେ ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ନିଯୁକ୍ତି ଦିଆଯାଇଛି। ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦେଶକ  ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଓପିଏସସି ଅଧ୍ୟକ୍ଷ ଭାବେ ୬ ବର୍ଷ ପାଇଁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ୬ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button