ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗାନ୍ଧୀ ଜୟନ୍ତୀ ଅବସରରେ ଦେଶର ଯୁବ ପିଢ଼ିଙ୍କ ସହ ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇଛନ୍ତି। ସ୍ୱଚ୍ଛ ଭାରତ ମିଶନକୁ ସଫଳ କରିବାକୁ ଆଜି ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେବାକୁ ଜନସାଧାରଣଙ୍କୁ ମଧ୍ୟ ଶ୍ରୀ ମୋଦୀ ଅନୁରୋଧ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଆଜି ଗାନ୍ଧୀ ଜୟନ୍ତୀ, ମୋ ଯୁବ ବନ୍ଧୁମାନଙ୍କ ସହ ମୁଁ ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ଭାଗ ନେଲି। ସ୍ୱଚ୍ଛ ଭାରତ ମିଶନକୁ ସୁଦୃଢ଼ କରିବାକୁ ଆଜିର ଦିନରେ ସ୍ୱଚ୍ଛତା ସମ୍ପର୍କିତ କାର୍ଯ୍ୟକ୍ରମରେ ସାମିଲ ହେବାକୁ ମୁଁ ଆପଣ ସମସ୍ତଙ୍କୁ ମଧ୍ୟ ଅନୁରୋଧ କରୁଛି। #10YearsofSwachhBharat”

Related Articles

Leave a Reply

Your email address will not be published.

Back to top button