ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ବର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଜିରୋ ଟୋଲେରାନ୍ସ ନୀତି ଆପଣାଇଛନ୍ତି । ଏପରିକି ଦୁର୍ନୀତି କଲେ ସିଧା ଜେଲ ପଠାଯିବାକୁ ବି ରାଜ୍ୟ ସରକାର ପରୋକ୍ଷରେ ଚେତାବନୀ ଦେଉଛନ୍ତି । ଏହା ସତ୍ତ୍ୱେ ବି ସରକାରୀ କର୍ମଚାରୀଙ୍କ ଲାଞ୍ଚଖୋର ମନୋବୃତ୍ତି କମୁନାହିଁ । ଏହାରି ଭିତରେ ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ବ୍ଲକ ଗୋଛାପଡ଼ା କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଧରାପଡିଛନ୍ତି। ବିଲ୍ କରାଇ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡ଼ି ବସିଛି।

Related Articles

Leave a Reply

Your email address will not be published. Required fields are marked *

Back to top button