ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ

ଭୁବନେଶ୍ବର : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ଅନ୍ତର୍ଗତ ତୋଡକା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ।  ଏବେବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । STF, DRG ଏବଂ CRPF ଜବାନଙ୍କ କମ୍ବିଙ୍ଗ ଅପରେସନ ବେଳେ ପୋଲିସକୁ ମିଳିଛି ବଡ଼ ସଫଳତା ।

Related Articles

Leave a Reply

Your email address will not be published. Required fields are marked *

Back to top button