ଭିଜିଲାନ୍ସ ଜାଲରେ ଦୁଇ କୃଷି ଅଧିକାରୀ

ଭୁବନେଶ୍ବର: ଲାଞ୍ଚ ନେଇ ଧରା ପଡିଲେ ଦୁଇ କୃଷି ଅଧିକାରୀ । ନବରଙ୍ଗପୁର ଉମରକୋଟ କୃଷି ଅଧିକାରୀ ନଳିନୀକାନ୍ତ ପରିଡା ଓ ସୁରେନ୍ଦ୍ରସିଂ ବୁନ୍ଦେଲା । ୫ ହଜାର ଟଙ୍କା ନେବା ବେଳେ ମାଡି ବସିଲା ଭିଜିଲାନ୍ସ । ଜଳ ନିଧି ଯୋଜନାରେ ସବସିଡ଼ି ଟଙ୍କା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ । ଟ୍ରାପ ପରେ ଉଭୟଙ୍କର ୫ ଟି ସ୍ଥାନରେ ଚାଲିଛି ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ ।

Related Articles

Leave a Reply

Your email address will not be published. Required fields are marked *

Back to top button