ଅଗଷ୍ଟ ୨୫ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ  ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button