ନୂଆପଡାରେ ୫୬ଟି ନୂଆ ମତଦାନ କେନ୍ଦ୍ର

ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । କହିଛନ୍ତି , ନୂଆପଡାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର କରାଯାଇଛି । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟୋମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ  ରଖି ଚିଠା ଭୋଟର ତାଲିକା ପ୍ରସ୍ତୁତ ହୋଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button