ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଆନନ୍ଦ ଓ ଆଲୋକର ପର୍ବ ଦୀପାବଳି ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଦୀପାବଳି ଆପଣମାନଙ୍କ ଜୀବନରେ ଜ୍ଞାନର ଆଲୋକ ଭରିଦେଇ ସୁଖ, ଶାନ୍ତି ଓ ସମୃଦ୍ଧି ଆଣୁ , ମା’ଙ୍କ ନିକଟରେ ଏହା ହିଁ ମୋର ପ୍ରାର୍ଥନା।”

Related Articles

Leave a Reply

Your email address will not be published. Required fields are marked *

Back to top button