ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡା ଚେତାବନୀ, କହିଲେ ସମୟ ଅଛି ଜମି ଫେରାଅ ନହେଲେ

ଭୁବନେଶ୍ବର: ଖୁବଶୀଘ୍ର ବସିବ ମହାନଦୀ ଜଳ ବିବାଦ ପାଇଁ ଗଠନ ହୋଇଥିବା ଉଚ୍ଚସ୍ତରୀୟ କମିଟି ବୈଠକ । ସମସ୍ତ ତଥ୍ୟ ପ୍ରସ୍ତୁତ କରିବାକୁ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡା ଚେତାବନୀ । କହିଲେ ଏବେ ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ବି ଆଦାୟ ହେବ । ଜବରଦଖଲକାରୀଙ୍କ ଡାଟାବେସ୍‌ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ରହିଛି’। ଆବଶ୍ୟକତା ପାଇଁ ଭୂମିହୀନ ଗରିବ ଜବରଦଖଲ କରିଥିଲେ ପାଇବେ ୪ ଡିସିମିଲ୍‌’। ପ୍ରଭାବଶାଳୀ ଜବରଦଖଲକାରୀ ଏବେ ବି ସମୟ ଅଛି ଛାଡ଼ି ଦିଅନ୍ତୁ ।

Related Articles

Leave a Reply

Your email address will not be published. Required fields are marked *

Back to top button