ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଭୁବନେଶ୍ବର: ଯୁବକଙ୍କୁ ପଥରରେ ଛେଚି ହତ୍ୟା । ରାସ୍ତାକଡରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ, ସେ ଅମ୍ବାଦଳାର ବାସିନ୍ଦା ବୋଲି ଜଣାପଡିଛି । ରାୟଗଡା ଜିଲ୍ଲାର ଅମ୍ବାଦଳା ଥାନା ରେଲୱେ ଗେଷ୍ଟ ହାଉସ୍ ନିକଟରେ ରାସ୍ତାକଡରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡିଥିଲା ମୃତଦେହ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button