ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି । ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ସହ ୩୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ । ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର୍ ହେବେ ନିୟୋଜିତ । ୩ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତକୁ ଶୃଙ୍ଖଳିତ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଥବା ଏସପି ସୂଚନା ଦେଇଛନ୍ତି । ସୁରକ୍ଷାକର୍ମୀମାନେ ଶୂନ ସହନଶୀଳତାରେ ଯେପରି ପାଳନ ହୋଇପାରିବ ତାହା ଉପରେ ତୀକ୍ଷଣ ନଜର ରଖିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button