ମହାଶିବରାତ୍ରି ପାଇଁ ୪୧ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ରାତି ପାହିଲେ ଲିଙ୍ଗରାଜଙ୍କ ଜାଗରଯାତ୍ରା । ୪୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ମହା ଶିବରାତ୍ରିରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି । ଶୃଙ୍ଖଳିତ ଟ୍ରାଫିକ ପରିଚାଳନା ଲାଗି କଟକଣା ଜାରି କରାଯାଇଛି । ଗାଡି ରଖିବା ଲାଗି ମୋଟ ୧୨ଟି ପାର୍କିଂ ସ୍ଥାନ ଚିହ୍ନଟ କରାଯାଇଛି । ଶିବରାତ୍ରରେ ରାତି ୧୦ଟାରେ ମହାଦୀପ ଉଠିବ ବୋଲି ସୂଚନା ମିଳିଛି । ସମସ୍ତ ଭକ୍ତ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେ ନେଇ ସୁବ୍ୟବସ୍ତା କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button