ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲା CBSE

ନୂଆଦିଲ୍ଲୀ: ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ମାର୍ଚ୍ଚ ୨ରେ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି । ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ପରୀକ୍ଷା ନେଇ ନୂଆ ତାରିଖ ପରେ ଘୋଷଣା କରାଯିବ । ଓମାନ, କତାର, ସାଉଦି ଆରବ ବାହାରିନ, ଇରାନ, କୁୱେତ ଏବଂ ୟୁଏଇ ସମେତ ଅନେକ ମଧ୍ୟପ୍ରାଚ୍ୟ ଦେଶରେ ଚାଲିଥିବା ୟୁଦ୍ଧ ପରିସ୍ଥିତି ପାଇଁ ପରୀକ୍ଷା ସ୍ଥଗିତ ରଖାଯାଇଛି । ବୋର୍ଡ ମାର୍ଚ୍ଚ ୩ରେ ପୁଣିଥରେ ପରିସ୍ଥିତି ସମୀକ୍ଷା କରି ୫ ମାର୍ଚ୍ଚରୁ ନିର୍ଦ୍ଧାରିତ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ନେବ ବୋଲି ନୋଟିସ ଜାରି କରିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button