୮ରୁ ବାହାର ରତ୍ନଭଣ୍ଡାର ଗଣତି ମଣତି: ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ

ଭୁବନେଶ୍ୱର:ଶ୍ରୀମନ୍ଦିର ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତିମଣତିକୁ ବଡ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ  ବାହାର ରତ୍ନଭଣ୍ଡାର ଗଣତି । ଏ ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି ବାଧାପ୍ରାପ୍ତ ନହେବା ତାହା ଉପରେ ଗୁରୁତ୍ବ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ୨୫ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଗଣତି ସୁରୁଖୁରରେ ସରିଥିବା ବେଳେ ଏବେ ୨ୟ ପର୍ଯ୍ୟାୟ ଗଣତି ମଣତି ହେବ । ସେଥିପାଇଁ ଏପ୍ରିଲ ମାସର ୮, ୯ ଏବଂ ୧୦ ତାରିଖକୁ ଚୟନ କରାଯାଇଛି । ଏହି ଗଣତି ମଣତି ଦିନ ଯେପରି ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି କୌଣସି ପରିସ୍ଥିତିରେ ବାଧାପ୍ରାପ୍ତ ନହେବ, ସେନେଇ ଆଲୋଚନା ସରିଛି  । ସେଥିପାଇଁ ଏପ୍ରିଲ ମାସର ୮, ୯ ଏବଂ ୧୦ ତାରିଖକୁ ଚୟନ କରାଯାଇଛି । ଏହି ଗଣତି ମଣତି ଦିନ ଯେପରି ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି କୌଣସି ପରିସ୍ଥିତିରେ ବାଧାପ୍ରାପ୍ତ ନହେବ, ସେନେଇ ଆଲୋଚନା ସରିଛି ।ସେହିପରି ଆଗକୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥର ରଥଯାତ୍ରାକୁ ସୁରୁଖୁରରେ କରିବାକୁ ୬ ମାସ ଆଗରୁ ପ୍ରସ୍ତୁତି ବୈଠକ ବସିଛି । ଏହାରି ଭିତରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବୈଠକ ବସିଛି। ବଡ଼ଦାଣ୍ଡକୁ ଯେପରି ଅଧିକ ଗାଡ଼ି ପ୍ରବେଶ ନକରିବ, ତା ଉପରେ ଗୁରୁତ୍ୱ ଦିଆଯାଉଛି। ରଥଦାଣ୍ଡକୁ ସଂଲଗ୍ନ ରାସ୍ତା ଗୁଡ଼ିକର ପ୍ରସସ୍ତିକରଣ କରାଯିବା ନେଇ ଗୁରୁତ୍ୱ ଦିଆଯାଉଛି

Related Articles

Leave a Reply

Your email address will not be published. Required fields are marked *

Back to top button