ଦ୍ବିତୀୟ ଦିନରେ ଭରତପୁର ଶ୍ୟାମପୁର ମୌଜାରେ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର: ରାଜଧାନୀର ଭରତପୁର-ଶ୍ୟାମପୁର ମୌଜାରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ପକ୍ଷରୁ ଏକ ବଡ଼ ଧରଣର ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ପ୍ରାୟ ୬୮ ଏକର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରିବା ପାଇଁ ବିଡିଏ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ଉଚ୍ଛେଦ ପ୍ରକ୍ରିୟା ଆଗାମୀ ୩ ଦିନ ଧରି ଚାଲିବାକୁ ଥିବାବେଳେ ଏଥିରେ ୧୦ରୁ ଅଧିକ ଜେସିବି ମେସିନ ନିୟୋଜିତ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ବିଡିଏର ୧୫୦ ଜଣିଆ ଏକ ସ୍ୱତନ୍ତ୍ର ଉଚ୍ଛେଦକାରୀ ଦଳ ଏହି ଅଭିଯାନରେ ସାମିଲ ଅଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button