ଏଥର ୨ଲକ୍ଷ ୩୦ ହଜାର କୋଟିର ବଜେଟ

ଭୁବନେଶ୍ୱର: ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରଛନ୍ତି । ମୋଟ ୨ଲକ୍ଷ ୩୦ ହଜାର କୋଟିର ବଜେଟ ଉପସ୍ଥାପନ କରାଯାଇଛି । ତେବେ ଚଳିତ ବର୍ଷ ଠାରୁ ଆସନ୍ତା ଆର୍ଥିକ ବର୍ଷର ବ୍ୟୟବରାଦ ୧୫ ପ୍ରତିଶତ ଅଧିକ ।  ତେବେ ଏଥର ବଜେଟରେ କ’ଣ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି । କ’ଣ ତାହା ସେ ସମ୍ପର୍କରେ ଜାଣନ୍ତୁ:

– ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି
– ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି
–  ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି
–  ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି
–  ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି
– ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟବରାଦ
– ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି

Related Articles

Leave a Reply

Your email address will not be published.

Back to top button