Administrator
-
ଓଡ଼ିଶା
ଦିଲ୍ଲୀ ଅବକାରୀ ଦୁର୍ନୀତି: ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଶୁଣାଣି ପରେ ସିସୋଦିଆ ଦାଖଲ କରିଥିବା ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଖାରଜ…
Read More » -
ଓଡ଼ିଶା
ପୁଣି ଏକ ଭୟାବହ ଟ୍ରିପଲ ଟ୍ରେନ ଦୁର୍ଘଟଣା, ୬ ଜଣଙ୍କ ମୃତ୍ୟୁ
ଭୁବନେଶ୍ବର: ଆଜି ସଂଧ୍ୟାରେ ପୁଣି ଏକ ଟ୍ରିପଲ ଟ୍ରେନ ଦୁର୍ଘଟଣା ଘଟିଯାଇଛି। ଏହା ଓଡିଶା ଆନ୍ଧ୍ର ସୀମାନ୍ତରେ ଘଟିଛି। ଆଲମଣ୍ଡା ଷ୍ଟେସନରେ ବିଶାଖାପାଟନାମ ରାୟଗଡା ପାସେଞ୍ଜର ଏବଂ…
Read More » -
ଓଡ଼ିଶା
ପୁରୀରେ ହବିଶ୍ୟାଳିମାନଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେସିଂ ଜରିଆରେ ପୁରୀରେ ହବିଶ୍ୟାଳିମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି।…
Read More » -
କ୍ରୀଡ଼ା
ଓଡ଼ିଶାର ଗୋଲ୍ଡେନ୍ ଜିମ୍ନାଷ୍ଟ ପ୍ରଣତି ନାୟକଙ୍କୁ ୨୩ ଲକ୍ଷ ଟଙ୍କାର ପୁରସ୍କାର ସହ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି।…
Read More » -
ଓଡ଼ିଶା
ଆରଟିଆଇ କର୍ମୀ ପ୍ରଦୀପ ପ୍ରଧାନ ଗିରଫ
ଭୁବନେଶ୍ୱର: ସୂଚନା ଅଧିକାର କର୍ମୀ ତଥା ‘ମୋ ଦଳ’ର ସମ୍ପାଦକ ପ୍ରଦୀପ ପ୍ରଧାନଙ୍କୁ ଆଜି ଗିରଫ କରିଛି ପୁଲିସ୍। ଭୁବନେଶ୍ୱର ମହିଳା ଥାନା ପୁଲିସ୍ ତାଙ୍କୁ ଗିରଫ…
Read More » -
ଓଡ଼ିଶା
ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ପୁରୀରେ ହବିଷ୍ୟାଳିଙ୍କ ପ୍ରବଳ ଭିଡ
ପୁରୀ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏହି ପବିତ୍ର ମାସରେ ବୃଦ୍ଧାମାନେ ମାସ ସାରା ବ୍ରତ ପାଳନ କରିଥାନ୍ତି। ମୁଖ୍ୟତଃ ପୁରୀ ଯାଇ ସେଠାରେ ଏକ…
Read More » -
ଦେଶ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୦୬ ତମ “ମନ୍ କି ବାତ୍”
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡିଓ ଅଭିଭାଷଣର ୧୦୬ ତମ “ମନ୍ କି ବାତ୍” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ…
Read More » -
ଦେଶ
ଏମଏସ ଧୋନି ହେଲେ ଏସବିଆଇର ବ୍ରାଣ୍ଡ ଆମ୍ବାସାଡର
ନୂଆଦିଲ୍ଲୀ: ଦିୱାଲୀ ପୂର୍ବରୁ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଭାରତୀୟ କ୍ରିକେଟର ତଥା ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ଏହାର ବ୍ରାଣ୍ଡ ଆମ୍ବାସାଡର ଭାବେ…
Read More »

