Breaking News
Get latest and breaking news on Odisha. Get latest updates on politics, events, entertainment, food, sports and weather from Bastabbadi News.
-
ଦୁଇ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବିପର୍ଯ୍ୟୟ ଅଭିଯୋଗ ଆଣି ସରକାରଙ୍କ ବିରୋଧରେ ଆଭିମୁଖ୍ୟ କଡ଼ା କରିଛି ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…
Read More » -
‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାଗରିକମାନଙ୍କୁ ‘ହର ଘର ତିରଙ୍ଗା’ ଅଭିଯାନରେ ଉତ୍ସାହର ସହିତ ଅଂଶଗ୍ରହଣ କରିବାକୁ ଏବଂ ଏକ ‘ବିକଶିତ ଭାରତ’ ଗଠନ ଦିଗରେ ନିଜର…
Read More » -
ଜଙ୍ଗଲରୁ ହାତୀର ଅସ୍ଥି ଉଦ୍ଧାର
ଭୁବନେଶ୍ବର: ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ନୂଆଡ଼ିହ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟସ୍ଥ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମୃତ ହାତୀର ଅସ୍ଥିସାର…
Read More » -
ବନ୍ୟା ସ୍ଥିତି ସଙ୍ଗୀନ: ଯାଜପୁର ଓ କେନ୍ଦ୍ରାପଡ଼ାରେ ୨ ନିଖୋଜ
ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତି ଅତ୍ୟନ୍ତ ସଙ୍ଗୀନ ହୋଇପଡ଼ିଛି। ଅନେକ ପ୍ରମୁଖ ନଦୀର ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ଲଗାଣ ବର୍ଷା ଓ ବନ୍ୟା ଯୋଗୁ…
Read More » -
ଭୁବନେଶ୍ବରରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ: ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଅଗଷ୍ଟ…
Read More » -
ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଅଗଷ୍ଟ ୯ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ।…
Read More » -
କାଠଯୋଡି ନଦୀକୁ ଡେଇଁ ଯୁବକ ନିଖୋଜ
ଭୁବନେଶ୍ବର: କଟକ ସୁଭାଷ ସେତୁରୁ କାଠଯୋଡି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ । ସେତୁ ଉପରେ ରେନକୋର୍ଟ, ଚପଲ ଓ ମୋବାଇଲ୍ ରହିଛି । ଯୁବକ…
Read More » -
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ରାଘବ ଚଢା
ନୂଆଦିଲ୍ଲୀ: ରାଜ୍ୟସଭା ସାଂସଦ ରାଘବ ଚଢା ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ବୈଠକ ପରେ ଶ୍ରୀ ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…
Read More » -
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ପେଟ୍ରୋଲ ଢାଳି ଜାଳିଦେଲେ ଦୁର୍ବୃତ୍ତ: ଅବସ୍ଥା ସଙ୍କଟାପନ୍ନ
ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲାର ଲହୁଣିପଡ଼ା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି। ଶୌଚ ପାଇଁ ଯାଇଥିବା ଜଣେ ଯୁବକଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ…
Read More » -
ଫୁଲୁଛି ସାଳନ୍ଦୀ ଓ ବୈତରଣୀ: ଭଦ୍ରକରେ ବନ୍ୟା ପରିସ୍ଥିତି, ଇଟାପାଳ ନିକଟରେ ୧୫ ଫୁଟର ଘାଇ
ଭୁବନେଶ୍ବର: ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି। ରାଜଘାଟ ପୋଲ ନିକଟରେ ସାଳନ୍ଦୀ ନଦୀର ଜଳସ୍ତର ବିପଦ ସଙ୍କେତ…
Read More »