ବିଧାନସଭା: ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ବାତ୍ୟା ଆଶ୍ରୟସ୍ଥଳୀ

ଭୁବନେଶ୍ୱର:ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ବାତ୍ୟା ଆଶ୍ରୟସ୍ଥଳୀ । ଗୁରୁବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିଜେଡି ବିଧାୟକ ପ୍ରତାପକେଶୀ ଦେବଙ୍କ ପ୍ରଶ୍ନର ଉତ୍ତରରେ ଶ୍ରୀ ପୂଜାରୀ ଏହି ସୂଚନା ଦେଇଛନ୍ତି ।  ଏହାଛଡ଼ା ଶ୍ରୀ ପୂଜାରୀ କହିଛନ୍ତି ଯେ ରାଜ୍ୟରେ ଥିବା ୮୧୨ ବହୁମୁଖୀ ଆଶୟସ୍ଥଳୀର ମରାମତି ହେବ । ଏନେଇ ଅର୍ଥ କମିଶନଙ୍କୁ ମଧ୍ୟ ସରକାର ଜଣାଇଛନ୍ତି । ଖୁବଶୀଘ୍ର କାମ ହେବ । ବିଗତ ସରକାର କେବଳ  ଘୋଷଣା କରି ଆମ ପାଇଁ ଛାଡ଼ିକି ଗଲେ ବୋଲି ଶ୍ରୀ ପୂଜାରୀ କହିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button