ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ ଏବଂ ଆନ୍ତର୍ଜାତୀକ ପ୍ରବାସ ସଂଗଠନର ମିଳିତ ସହଯୋଗରେ ଏୱଂ ଜାତିସଂଘ ପ୍ରବାସୀ ମଲ୍ଟି-ପାର୍ଟନର ଟ୍ରଷ୍ଟ ଫଣ୍ଡର ସମର୍ଥନରେ ରାଜ୍ୟରେ ପ୍ରଥମ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଆରମ୍ଭ କରାଯାଇଛି। ଗଞ୍ଜାମ ଏବଂ କେନ୍ଦ୍ରାପଡାର ୫ଟି ପ୍ରବାସ ପ୍ରବଣ ବ୍ଲକରେ ସଚେତନତା ବୃଦ୍ଧି ଲକ୍ଷ୍ୟରେ ଏହା କାର୍ଯ୍ୟ କରିବ।

Related Articles

Leave a Reply

Your email address will not be published. Required fields are marked *

Back to top button