ଘୁଞ୍ଚିଲା ଆରଆଇ ପରୀକ୍ଷା: ଜୁନ୍ ୨୮ରେ ହେବ

ଭୁବନେଶ୍ୱର: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (OSSSC) ପକ୍ଷରୁ ଆୟୋଜିତ ହେବାକୁ ଥିବା ଆରଆଇ (RI) ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଏହି ପରୀକ୍ଷା ଏବେ ଜୁନ୍ ୨୮ ତାରିଖରେ ଅନୁଷ୍ଠିତ ହେବ ବୋଲି ଗୁରୁବାର OSSSC ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି। ସେହି ସମୟରେ NEET-UG ପରୀକ୍ଷା ଥିବାରୁ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଆରଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ନେଇ ଆୟୋଗ ଏକ ବିଜ୍ଞପ୍ତି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button