ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍

ନୂଆଦିଲ୍ଲୀ: ୨୦୨୬ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସୁପର ୮ ମୁକାବିଲା ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହୋଇଥିଲା। ଫେବୃଆରୀ ୨୧ ତାରିଖରେ ଶ୍ରୀଲଙ୍କାର କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହୋଇଯାଇଥିଲା। ଭାରତୀୟ ଦଳ ଆଜି ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ସୁପର ୮ ମ୍ୟାଚ୍ ଖେଳିବ। ଏହା ପରବର୍ତ୍ତୀ ପର୍ଯ୍ୟାୟର ତୃତୀୟ ମ୍ୟାଚ୍ ହେବ। ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହେବା ପରେ ପ୍ରଶଂସକମାନେ ଭାବୁଛନ୍ତି ଯେ, ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ରେ ମଧ୍ୟ ବର୍ଷା ବାଧା ସୃଷ୍ଟି କରିବ କି? ଭାରତର ମ୍ୟାଚ୍ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଖେଳାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button