ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରଣାଳୟ ଭାରତୀୟ ବାୟୁସେନା ପାଇଁ ରୁଷଠାରୁ ଏସ-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀର ଅତିରିକ୍ତ ବ୍ୟାଟେରୀ କ୍ରୟକୁ ଅନୁମୋଦନ କରିଛି। ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (DAC) ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି ସବୁଜ ସଙ୍କେତ ଦେଇଛି। ପ୍ରାୟ ୨ ଲକ୍ଷ ୩୮ ହଜାର କୋଟି ଟଙ୍କାର ପ୍ରସ୍ତାବକୁ DAC ଅନୁମୋଦନ କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button