କନ୍ନଡ ଅଭିନେତା ଅନନ୍ତ ନାଗଙ୍କୁ ମିଳିବ ‘ଦାଦାସାହେବ ଫାଲକେ ପୁରସ୍କାର’

ନୂଆଦିଲ୍ଲୀ: ଭାରତୀୟ ସିନେମା ଜଗତରେ ଉଲ୍ଲେଖନୀୟ ଓ ଅତୁଳନୀୟ ଯୋଗଦାନ ପାଇଁ ପ୍ରତିବର୍ଷ ଜଣେ ବିଶିଷ୍ଟ କଳାକାରଙ୍କୁ ‘ଦାଦାସାହେବ ଫାଲକେ ପୁରସ୍କାର’ରେ ସମ୍ମାନିତ କରାଯାଇଥାଏ। ଏହାକୁ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ଗ୍ରହଣ କରାଯାଏ। ଚଳିତ ବର୍ଷ, ଅର୍ଥାତ ୨୦୨୪ ମସିହା ପାଇଁ ପ୍ରବୀଣ କନ୍ନଡ ଅଭିନେତା ଅନନ୍ତ ନାଗଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ। ଭାରତ ସରକାରଙ୍କ ପକ୍ଷରୁ ଏହି ୭୮ ବର୍ଷୀୟ ସୁନାମଧନ୍ୟ ଅଭିନେତାଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button