ଜ୍ଞାନବ୍ୟାପୀ ମାମଲା: କୋର୍ଟରେ ସର୍ଭେ ରିପୋର୍ଟ ଦାଖଲ କଲେ ASI ଟିମ୍

ନୂଆଦିଲ୍ଲୀ: କୋର୍ଟରେ ଦାଖଲ ହେଲା ଜ୍ଞାନବ୍ୟାପୀ ମସଜିଦ ସର୍ଭେ ରିପୋର୍ଟ। ଏଏସଆଇ ଟିମ୍ ଆଜି ଉତ୍ତରପ୍ରଦେଶର ବାରଣାସୀ ଜିଲ୍ଲା କୋର୍ଟ ବିଚାରପତିଙ୍କ ନିକଟରେ ମସଜିଦ କମ୍ପ୍ଲେକ୍ସର ସର୍ଭେ ରିପୋର୍ଟ ଦାଖଲ କରିଛନ୍ତି। ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣର ସ୍ଥାୟୀ ପରାମର୍ଶଦାତା ଅମିତ ଶ୍ରୀବାସ୍ତବ ସିଲ୍ ହୋଇଥିବା ରିପୋର୍ଟକୁ ବିଚାରପତିଙ୍କୁ ଦେଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button