ଆଇନମନ୍ତ୍ରୀଙ୍କ ଘୋଷଣା: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୧୦୦କୋଟି

ଭୁବନେଶ୍ୱର :ଚଳିତ ଆର୍ଥିକ ବର୍ଷରେ କାର୍ଯ୍ୟକାରୀ ହେବ କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ । ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଭିତ୍ତିଭୂମି ବାବଦକୁ ପ୍ରାୟ ୧୦୦କୋଟି ଟଙ୍କାର ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ସରକାରଙ୍କ ପରିଯୋଜନା । ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ସମୀକ୍ଷା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏଭଳି ସୂଚନା ଦେଇଛନ୍ତି  କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସମୀକ୍ଷା ପରେ ସୂଚନା । ଖୁବ୍‌ ଶୀଘ୍ର ଫାଇନାଲ୍‌ DPR, ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ ।ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନରଙ୍କ ଉପସ୍ଥିତିରେ ହେଲା ଚୂଡ଼ାନ୍ତ । ବୈଠକରେ ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ଉପସ୍ଥିତ ଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button