ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ
ଭୁବନେଶ୍ବର : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ଅନ୍ତର୍ଗତ ତୋଡକା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା । ଏବେବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । STF, DRG ଏବଂ CRPF ଜବାନଙ୍କ କମ୍ବିଙ୍ଗ ଅପରେସନ ବେଳେ ପୋଲିସକୁ ମିଳିଛି ବଡ଼ ସଫଳତା ।