ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି : ICU ରୁ ମେଡିସିନ୍‌ ୱାର୍ଡକୁ ହେଲେ ସିପ୍ଟ

ଭୁବନେଶ୍ଵର: ଧିରେ ଧିରେ କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି । ଆଜି ଭେଣ୍ଟିଲେଟରରୁ ବାହାରି ମେଡିସିନ ୱାର୍ଡକୁ ସ୍ଥାନାନ୍ତର ହୋଇଛନ୍ତି । ଏନେଇ ଭୁବନେଶ୍ଵର ଏମ୍ସ ପକ୍ଷରୁ ହେଲଥ୍ ବୁଲେଟିନ ଜାରି କରି ସୂଚନା ଦିଆଯାଇଛି ।ଆଜି ତାଙ୍କୁ ଭେଣ୍ଟିଲେଟରରୁ ବାହାର କରି ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଏମ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର Vitals ସ୍ଥିର ରହିଛି। ତାଙ୍କୁ ବର୍ତ୍ତମାନ ଭେଣ୍ଟିଲେଟର୍ ସପୋର୍ଟରୁ ବାହାର କରାଯାଇ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button