୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ   ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ୨୦୨୬-୨୭ ଶିକ୍ଷାବର୍ଷରେ ନୂଆ ସିଲାବସ୍ ଲାଗୁ ହେବ । ଏନଇପି ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ଗଠନ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସିଲାବସ୍ ବଦଳିବ । ଆମ ଭାଷା, ସଂସ୍କୃତି, ଐତିହ୍ୟକୁ ଆଧାର କରି ନୂଆ ରୂପରେ ଆସିବ ନୂଆ ସିଲାବସ୍‌ ।  ଏନେଇ କମିଟି ତର୍ଜମା କରୁଛି, ରାଜ୍ୟ ପାଇଁ ଯାହା ଠିକ୍‌ ହେବ ତାହା ସିଲାବସ୍‌ରେ ସ୍ଥାନ ପାଇବ ବୋଲି ମନ୍ତ୍ରୀ କହିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button