ଆଗୁଆ ହେବନି ପଞ୍ଚାୟତ ନିର୍ବାଚନ: ରାଜ୍ୟ ନିର୍ବାଚନ କମିସନର

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ । ୫ ବର୍ଷ କାର୍ଯ୍ୟକାଳ ସମୟ ସୀମା ସରିଲେ ହେବ ପଞ୍ଚାୟତ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନର ମଧୁସୂଦନ ପାଢୀ । ସେ ଆହୁରି କହିଛନ୍ତି ଯେ ସମୟ ଆସିଲେ ପଞ୍ଚାୟତ ନିର୍ବାଚନ ନେଇ ନିଷ୍ପତ୍ତି ହେବ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲାପାଳଙ୍କ ସହ ବୈଠକ ହୋଇଛି । ସବଡିଭିଜନ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button