କୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

“କୋରିଆର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ। ଭାରତ-କାରିଆ ସ୍ୱତନ୍ତ୍ର ରଣନୈତିକ ସହଭାଗିତାକୁ ଆହୁରି ବିସ୍ତାର ଏବଂ ସୁଦୃଢ଼ କରିବା ପାଇଁ ଏକତ୍ର କାମ କରିବାକୁ ଅପେକ୍ଷା କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button