ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ ମଧ୍ୟରେ ସହମତି ରହିବାର ଆବଶ୍ୟକତା ଅଛି । ହୁଣ୍ଡି ସିଫ୍ଟିଂ ସହିତ ଧାଡ଼ି ଦର୍ଶନ ବ୍ୟବସ୍ଥାର ସଂପୃକ୍ତି ରହିଛି ।  ହୁଣ୍ଡି ସିଫ୍ଟିଂ ପରେ ହିଁ ଧାଡ଼ି ଦର୍ଶନ ପାଇଁ ଯାହା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛି । ଖୁବଶୀଘ୍ର ଏହା କାମରେ ଲାଗିବ । ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ।

Related Articles

Leave a Reply

Your email address will not be published. Required fields are marked *

Back to top button