ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଭୁବନେଶ୍ୱର: ଶ୍ରୀମନ୍ଦିରେ ରତ୍ନ ଭଣ୍ଡାରରେ ଥିବା ସମସ୍ତ ସୁନା ଗହଣା ରତ୍ନ ଏବଂ ଅନ୍ୟାନ୍ୟ ମୂଲ୍ୟବାନ ବସ୍ତୁର ଗଣତି ମଣତି ହେବ । ଏହା ପର୍ଯ୍ୟାୟ କ୍ରମେ ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢୀ ପରିଚାଳନା କମିଟିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ।ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି। ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ୍ ଲାଗୁ ହେବ । ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ବୃଦ୍ଧି । ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ ଦାନ ପାଇଁ ATMରେ ଆସିବ ମେସେଜ୍ । ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ATMରୁ ଟଙ୍କା ବାହାର କଲେ ଏକ ମେସେଜ ଆସିବ। ରସିଦ୍‌ ବାହାରିବା ପୂର୍ବରୁ ATMରେ ଏକ ମେସେଜ ଆସିବ।

Related Articles

Leave a Reply

Your email address will not be published. Required fields are marked *

Back to top button