ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ରାସ୍ତାରେ ତୋରଣ ମନା

ଭୁବନେଶ୍ୱର: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ କରିଛନ୍ତି। ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button