ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଉତ୍କଳ ବିଶ୍ଵବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଲେ ଫିଲୋସୋଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଲା ପୋଲିସ । ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା , ତାର କାରଣ ଏବେବି ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି । ଗତକାଲି ରାତିରେ ସେ ସୁସ୍ଥ ଥିଲେ , ଏବଂ ସାଙ୍ଗ ମାନଙ୍କ ସହ କଥା ହୋଇଥିଲେ ବୋଲି ତାଙ୍କର ସହପାଠୀମାନେ କହିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button