୨ବର୍ଷରେ ୧୦୦ଟି ମଡେଲ ମଣ୍ଡି ଲକ୍ଷ୍ୟ: ମନ୍ତ୍ରୀ

ଭୁବନେଶ୍ୱର: ମଡେଲ ମଣ୍ଡି ଖୋଲିବା ପ୍ରସଙ୍ଗରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ରାଜ୍ୟରେ ୩୨ଟି ମଡେଲ ମଣ୍ଡି ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ୨ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି କରିବାକୁ ଯୋଜନା ରହିଛି । ଖୁବଶୀଘ୍ର ଡିପିଆଇ ପ୍ରସ୍ତୁତ କରି ଟେଣ୍ଡର ପ୍ରକ୍ରିୟା କରାଯିବ ।



