ଟ୍ରେନ ଟ୍ରାଜେଡି: ଆଉ ୭ ରେଳ କର୍ମଚାରୀ ନିଲମ୍ବିତ

ଭୁବନେଶ୍ଵର: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୂର୍ବରୁ ୩ ଜଣ କର୍ମଚାରୀଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ଆଉ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। କର୍ତ୍ତବ୍ୟ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ଷ୍ଟେସନ ମାଷ୍ଟର, ଟ୍ରାଫିକ ଇନସପେକ୍ଟର, ମେଣ୍ଟନରଙ୍କୁ ନିଲମ୍ବନ କରାଯାଇଛି। ସମ୍ପୃକ୍ତ ରେଳ କର୍ମଚାରୀମାନେ ଆଲର୍ଟ ଥିଲେ ଦୁର୍ଘଟଣା ଟାଳି ହୋଇପାରିଥାନ୍ତା ବୋଲି କୁହାଯାଉଛି। ଏନେଇ ଜିଏମ ଅନିଲ କୁମାର ମିଶ୍ରା ସୁଚନା ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button