ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ସାଢେ ତିନିଟାରେ ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ 5-ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ।

Related Articles

Leave a Reply

Your email address will not be published.

Back to top button