ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ରାଜ୍ୟପାଳ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି କୁହାଯାଇଛି ଯେ, ‘ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ଗତକାଲି, ଜୁଲାଇ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି’।

Related Articles

Leave a Reply

Your email address will not be published.

Back to top button