ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି, ସହାୟତା ରାଶି ଘୋଷଣା

ନୂଆଦିଲ୍ଲୀ: ଗଣମାଧ୍ୟମ ସୂଚନା ଅନୁଯାୟୀ ପଶ୍ଚିମବଙ୍ଗର ରଙ୍ଗାପାନି ଷ୍ଟେସନ ନିକଟରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ଏଥିରେ ୬୦ ଜଣ ଆହତ ହୋଇଛନ୍ତି। ନ୍ୟୁ ଜଲପାଇଗୁଡି ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ରେଳବାଇ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛି। ଗୁରୁତର ଆହତଙ୍କ ପାଇଁ ୨.୫ ଲକ୍ଷ ଟଙ୍କା ଏବଂ କମ୍ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button