ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧୋତ୍ସବ

ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ନାଲକୋ ଛକରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୯୭ତମ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଉପସ୍ଥିତ ଅତିଥିମାନେ ସ୍ବଭାବ କବିଙ୍କ ଓଡ଼ିଆ ସାହିତ୍ୟ ପ୍ରତି ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ପରେ ସମସ୍ତ ଅତିଥି ତାଙ୍କ ପ୍ରତିମୂର୍ତ୍ତିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

 

Related Articles

Leave a Reply

Your email address will not be published.

Back to top button