ଆସନ୍ତା ସୋମବାର ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତା ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହଗି ସୂଚନା ମିଳିଛି।