କନ୍ୟାକୁମାରୀ ପହଞ୍ଚି ଧ୍ୟାନରେ ବସିଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କନ୍ୟାକୁମାରୀରେ ବିବେକାନନ୍ଦ ରକ୍ ମେମୋରିଆଲରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଦୁଇ ଦିନ ଧରି ଧ୍ୟାନରେ ବସିବେ। ପ୍ରଧାନମନ୍ତ୍ରୀଙ୍କ ଏକାନ୍ତବାସକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଧ୍ୟାନ କାର୍ଯ୍ୟକ୍ରମ ବିଷୟରେ ନିର୍ଦ୍ଦେଶ ଦେଇଛନ୍ତି ଯେ, ଏଠାକୁ ଆସୁଥିବା ପର୍ଯ୍ୟଟକ ଏବଂ ସାଧାରଣ ଲୋକ କୌଣସି ସମସ୍ୟାର ସମ୍ମୁଖୀନ ହେବା ଉଚିତ ନୁହେଁ।

Related Articles

Leave a Reply

Your email address will not be published.

Back to top button